Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ?

Gade chapit la Kopi

ଓଡିଆ ବାଇବେଲ

36 ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ ?

Gade chapit la Kopi

ପବିତ୍ର ବାଇବଲ

36 ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜାଙ୍କ ସଙ୍ଗେ ଯିବ, ମୁଁ ଏତେଗୁଡ଼ିଏ ସାମଗ୍ରୀ ଦରକାର କରେ ନାହିଁ। ଯାହା ଆପଣ ମୋତେ ପୁରସ୍କୃତ କରିବା ପାଇଁ ଇଚ୍ଛା କରନ୍ତି।

Gade chapit la Kopi




2 ଶାମୁୟେଲ 19:36
5 Referans Kwoze  

ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।


ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ୱାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ?


ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋʼ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରି ଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍‍ହମ୍‍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।”


ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।


ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି।


Swiv nou:

Piblisite


Piblisite