2 ଶାମୁୟେଲ 19:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟି ଦେଇଅଛନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ-ଲୋକମାନଙ୍କୁ ଉତ୍ତର କଲେ, ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ଵ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟୀ ଦେଇଅଛନ୍ତି? Gade chapit laଓଡିଆ ବାଇବେଲ42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ-ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ ? ଆମ୍ଭେମାନେ କ’ଣ ରାଜାଙ୍କର କିଛି ଖାଇଅଛୁ ? ଅବା ସେ କ’ଣ ଆମ୍ଭମାନଙ୍କୁ କିଛି ଭେଟୀ ଦେଇଅଛନ୍ତି ?” Gade chapit laପବିତ୍ର ବାଇବଲ42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର ଦେଲେ, “ରାଜା ଆମ୍ଭମାନଙ୍କ ବଂଶର ଅନ୍ତର୍ଭୁକ୍ତ ଅଟନ୍ତି। ତେବେ ତୁମ୍ଭେମାନେ କାହିଁକି କ୍ରୋଧ କରୁଅଛ? ଆମ୍ଭେମାନେ ରାଜାଙ୍କର ଖର୍ଚ୍ଚରେ କିଛି ଖାଇ ନାହୁଁ କିମ୍ବା ରାଜା ଆମ୍ଭକୁ ଭେଟି ଦେଇ ନାହାନ୍ତି?” Gade chapit la |
ତହିଁରେ ଇସ୍ରାଏଲ ଲୋକମାନେ ଯିହୁଦା-ଲୋକମାନଙ୍କୁ ଉତ୍ତର କରି କହିଲେ, “ରାଜାଙ୍କଠାରେ ଆମ୍ଭମାନଙ୍କର ଦଶ ଅଂଶ ଅଧିକାର ଅଛି, କାରଣ ଦଶ ଗୋଷ୍ଠୀର ସମ୍ପର୍କ ରାଜାଙ୍କ ସହିତ ଅଛି ଏବଂ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ମଧ୍ୟ ଆମ୍ଭମାନଙ୍କ ଅଧିକାର ଅଧିକ; ତେବେ ଆମ୍ଭମାନଙ୍କ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ ପ୍ରଥମେ ନ ନେଇ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ତୁଚ୍ଛ କଲ?” ତହୁଁ ଇସ୍ରାଏଲ ଲୋକମାନଙ୍କ ବାକ୍ୟ ଅପେକ୍ଷା ଯିହୁଦା ଲୋକମାନଙ୍କ ବାକ୍ୟ ଅଧିକ କଠୋର ହେଲା।