Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥାʼନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥାʼନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯେବେ ଅବଶାଲୋମ ବଞ୍ଚିଥାʼନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥାʼନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା।

Gade chapit la Kopi

ଓଡିଆ ବାଇବେଲ

6 କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥା’ନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥା’ନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା।

Gade chapit la Kopi

ପବିତ୍ର ବାଇବଲ

6 କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି ଆପଣ ସେମାନଙ୍କୁ ପ୍ରେମ କରୁଛନ୍ତି। ଏବଂ ଆପଣ ସେମାନଙ୍କୁ ଘୃଣା କରନ୍ତି, ଯେଉଁମାନେ ଆପଣଙ୍କୁ ଭଲ ପାଆନ୍ତି। ଏବଂ ସେମାନଙ୍କୁ ଆପଣ ଭଲ ପାଆନ୍ତି, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି। ମୁଁ ଆଜି ଦେଖୁଛି, ଯେ ଯଦି ଆଜି ଆମ୍ଭେମାନେ ସମସ୍ତେ ମରିଥା’ନ୍ତୁ ଓ ଅବଶାଲୋମ ଜୀବିତ ଥା’ନ୍ତା ତେବେ ଆପଣ ଖୁସୀ ହୋଇଥା’ନ୍ତେ।

Gade chapit la Kopi




2 ଶାମୁୟେଲ 19:6
6 Referans Kwoze  

ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।


ରାଜାକୁ, ‘ତୁମ୍ଭେ ଅଧମ;’ ଅବା ଅଧିପତିମାନଙ୍କୁ, ‘ତୁମ୍ଭେମାନେ ଦୁଷ୍ଟ’ ବୋଲି କହିବାର କି ଉପଯୁକ୍ତ?


ଏଉତ୍ତାରେ ଯୋୟାବ ଗୃହ ଭିତରକୁ ରାଜାଙ୍କ ନିକଟକୁ ଆସି କହିଲା, “ଯେଉଁମାନେ ଆଜି ଆପଣଙ୍କ ଜୀବନ ଓ ଆପଣଙ୍କ ପୁତ୍ରକନ୍ୟାଗଣର ଜୀବନ ଓ ଭାର୍ଯ୍ୟାମାନଙ୍କ ଜୀବନ ଓ ଆପଣଙ୍କ ଉପପତ୍ନୀମାନଙ୍କ ଜୀବନ ରକ୍ଷା କଲେ, ଆପଣ ଆଜି ନିଜର ସେହି ସମସ୍ତ ଦାସଙ୍କୁ ଲଜ୍ଜିତ କରିଅଛନ୍ତି;


ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଦୟାରେ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯଦି ଆପଣ ବାହାରକୁ ନ ଯାʼନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ।”


Swiv nou:

Piblisite


Piblisite