Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍‍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

17 ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍‍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

17 ସେହି ପ୍ରତିଯୋଗିତା ଏକ ଭୟଙ୍କର ଯୁଦ୍ଧରେ ପରିଣତ ହେଲା। ଦାଉଦର ସୈନ୍ୟମାନେ ସେଦିନ ଅ‌‌ବ୍‌‌ନର ଓ ଇସ୍ରାଏଲୀୟମାନଙ୍କୁ ପରାସ୍ତ କଲେ।

Gade chapit la Kopi




2 ଶାମୁୟେଲ 2:17
4 Referans Kwoze  

ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।


ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”


ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍‍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍‍ ହତ୍‍ସୂରୀମ୍‍ ହେଲା।


କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।


Swiv nou:

Piblisite


Piblisite