Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଠିଆ ହୋଇ ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

28 ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

28 ତେଣୁ ଯୋୟାବ ତୂରୀ ବଜାଇଲେ ଓ ଲୋକମାନେ ଇସ୍ରାଏଲୀୟମାନଙ୍କ ପଛରେ ଦୌଡ଼ିବା ବନ୍ଦ କଲେ। ତା'ପରେ ସେମାନେ ଆଉ ଯୁଦ୍ଧ କଲେ ନାହିଁ।

Gade chapit la Kopi




2 ଶାମୁୟେଲ 2:28
5 Referans Kwoze  

ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥାʼନ୍ତେ।”


ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।


ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍‍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।


ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ।”


ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା।


Swiv nou:

Piblisite


Piblisite