2 ଶାମୁୟେଲ 2:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ ଯୋୟାବ ଅବ୍ନରର ପଶ୍ଚାଦ୍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣେଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଆଉ ଯୋୟାବ ଅବ୍ନରର ପଶ୍ଚାଦ୍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ଊଣାଇଶ ଜଣର ଓ ଅସାହେଲର ଅଭାବ ହେଲା। Gade chapit laଓଡିଆ ବାଇବେଲ30 ଆଉ ଯୋୟାବ ଅବ୍ନରର ପଶ୍ଚାଦ୍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣାଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ। Gade chapit laପବିତ୍ର ବାଇବଲ30 ଯୋୟାବ ପଶ୍ଚାଦ୍ଧାବନ ବନ୍ଦ କରି ଗଣି ଦେଖିଲେ, ଅସାହେଲ୍କୁ ମିଶାଇ ଦାଉଦଙ୍କର ସୈନ୍ୟମାନଙ୍କ ମଧ୍ୟରୁ ଊଣାଇଶ ଜଣ ନାହାନ୍ତି। Gade chapit la |