2 ଶାମୁୟେଲ 20:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ସମଗ୍ର ଇସ୍ରାଏଲ ଲୋକ ଦାଉଦଙ୍କର ପଶ୍ଚାତ୍ଗମନରୁ ଫେରି ବିଖ୍ରିିର ପୁତ୍ର ଶେବଃର ପଶ୍ଚାତ୍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତହିଁରେ ସମଗ୍ର ଇସ୍ରାଏଲ-ଲୋକ ଦାଉଦଙ୍କର ପଶ୍ଚାତ୍ଗମନରୁ ଫେରି ବିଖ୍ରିର ପୁତ୍ର ଶେବଃର ପଶ୍ଚାତ୍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ। Gade chapit laଓଡିଆ ବାଇବେଲ2 ତହିଁରେ ସମଗ୍ର ଇସ୍ରାଏଲ ଲୋକ ଦାଉଦଙ୍କର ପଶ୍ଚାତ୍ଗମନରୁ ଫେରି ବିଖ୍ରିିର ପୁତ୍ର ଶେବଃର ପଶ୍ଚାତ୍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ। Gade chapit laପବିତ୍ର ବାଇବଲ2 ତେଣୁ ଇସ୍ରାଏଲର ସମସ୍ତ ଲୋକ ଦାଉଦଙ୍କୁ ପରିତ୍ୟାଗ କଲେ ଓ ବିଖ୍ରିର ପୁତ୍ର ଶେବଃର ଅନୁସରଣ କଲେ। ମାତ୍ର ଯର୍ଦ୍ଦନଠାରୁ ଯିରୁଶାଲମ ପର୍ଯ୍ୟନ୍ତ ଯିହୁଦାର ଲୋକମାନେ ଆପଣା ରାଜାଙ୍କ ସହିତ ରହିଲେ। Gade chapit la |