Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ ଅଦୋନୀରାମ୍‍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆଉ ଅଦୋରାମ୍ ବେଠି-କର୍ମର ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ ଇତିହାସ-ଲେଖକ,

Gade chapit la Kopi

ଓଡିଆ ବାଇବେଲ

24 ଆଉ ଅଦୋନୀରାମ୍‍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ,

Gade chapit la Kopi

ପବିତ୍ର ବାଇବଲ

24 ଅଦୋରାମ୍ ବେଠି କର୍ମ ଓ କର ଆଦାୟ କରିବାର ଦାୟିତ୍ୱରେ ଥିଲା ଏବଂ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଯେ କି ଥିଲା ଜଣେ ଇତିହାସ ଲେଖକ।

Gade chapit la Kopi




2 ଶାମୁୟେଲ 20:24
4 Referans Kwoze  

ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ଅଦୋନୀରାମ୍‍କୁ ପଠାଇଲେ; ମାତ୍ର ସମୁଦାୟ ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।


ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ


ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।


ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା;


Swiv nou:

Piblisite


Piblisite