Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ନିରୂପିତ ସମୟରୁ ଅଧିକ ବିଳମ୍ଵ କଲା।

Gade chapit la Kopi

ଓଡିଆ ବାଇବେଲ

5 ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।

Gade chapit la Kopi

ପବିତ୍ର ବାଇବଲ

5 ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା, ମାତ୍ର ସେ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।

Gade chapit la Kopi




2 ଶାମୁୟେଲ 20:5
4 Referans Kwoze  

ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”


ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍‍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।


ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀର-ବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”


ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରିଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା।


Swiv nou:

Piblisite


Piblisite