Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେମାନେ ଗିବୀୟୋନ୍‍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେମାନେ ଗିବୀୟୋନସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ସମ୍ମୁଖବର୍ତ୍ତୀ ହେଲା। ସେସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ଼୍‍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।

Gade chapit la Kopi

ଓଡିଆ ବାଇବେଲ

8 ସେମାନେ ଗିବୀୟୋନ୍‍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

8 ସେମାନେ ଗିବିୟୋନସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହେଲା ବେଳେ ଅମାସା ସେମାନଙ୍କର ସମ୍ମୁଖକୁ ଆସିଲା। ବର୍ତ୍ତମାନ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା। ତହିଁ ଉପରେ ଏକ କଟିବନ୍ଧନ ଓ କୋଷବଦ୍ଧ ‌‌ଖ‌ଡ଼୍‌ଗ ତାହାର କଟି ଦେଶରେ ବନ୍ଧାଥିଲା। ପୁଣି ସେ ଯାଉ ଯାଉ ତାହା ପଡ଼ିଗଲା। ତେଣୁ ଯୋୟାବ ଏହାକୁ ଉଠାଇଲା ଓ ଧରିଲା।

Gade chapit la Kopi




2 ଶାମୁୟେଲ 20:8
5 Referans Kwoze  

ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍‍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍‍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।


ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍‍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।


ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।


ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।


Swiv nou:

Piblisite


Piblisite