Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେତେବେଳେ ଦାଉଦ ଯାଇ ଯାବେଶ୍-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ଵାର ବୈଥ୍ଶାନ୍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ୍-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।

Gade chapit la Kopi

ଓଡିଆ ବାଇବେଲ

12 ସେତେବେଳେ ଦାଉଦ ଯାଇ ଯାବେଶ୍‍-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ୍‍-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।

Gade chapit la Kopi

ପବିତ୍ର ବାଇବଲ

12 ସେତେବେଳେ ଦାଉଦ ଯାଇ ଯାବେ‌‌‌ଶ୍‌‌-ଗିଲିୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ। କାରଣ ଗି‌ଲ୍‌ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାରା ବୈଥ୍‌ଶାନ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେ‌‌‌ଶ୍‌‌-ଗିଲିୟଦୀୟମାନେ ସେହି ସ୍ଥାନରୁ ତାହା ଗ୍ଭେରି କରି ନେଇଥିଲେ।

Gade chapit la Kopi




2 ଶାମୁୟେଲ 21:12
15 Referans Kwoze  

ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍‍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍‍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।


ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।


ହେ ଗିଲ୍‍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।


ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।


ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।


ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍‍ବୋୟରେ ଛାଉଣି ସ୍ଥାପନ କଲେ।


ଏଥିଉତ୍ତାରେ ପରଦିନ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।


ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ।


ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।


ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।


ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।


ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଯେବେ ଲୋକମାନେ ଯାବେଶ-ଗିଲୀୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଦାଉଦଙ୍କୁ ଜଣାଇଲେ।


ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।


Swiv nou:

Piblisite


Piblisite