2 ଶାମୁୟେଲ 21:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)17 ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ। Gade chapit laଓଡିଆ ବାଇବେଲ17 ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।” Gade chapit laପବିତ୍ର ବାଇବଲ17 ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାହାଙ୍କ ନିକଟରେ ଶପଥ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ, ଇସ୍ରାଏଲ ଏକ ମହାନ ନେତାଙ୍କୁ ହରାଇବ।” Gade chapit la |
ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକି ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋʼ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”