2 ଶାମୁୟେଲ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା। Gade chapit laଓଡିଆ ବାଇବେଲ7 ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା। Gade chapit laପବିତ୍ର ବାଇବଲ7 ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତକୁ ରାଜା ରକ୍ଷା କଲେ। ଯେହେତୁ ସେମାନଙ୍କ ମଧ୍ୟରେ ଅର୍ଥାତ୍ ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କ ଶପଥ ଥିଲା। Gade chapit la |