Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍‍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ଅୟାର କନ୍ୟା ରିସ୍ପା ଅମୌଣି ଓ ମଫୀବୋଶତ୍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ଅୟାର କନ୍ୟା, ରିସ୍‍ପା ଅମୌଣି ଓ ମଫୀବୋଶତ୍‍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ସେ ସେମାନଙ୍କୁ ଶାଉଲର ଦୁଇ ପୁତ୍ର ଅମୌଣି ଓ ମଫୀବୋଶ‌‌ତ୍‌‌କୁ ଦେଲେ, ଯାହାର ମାତା ଅୟାର କନ୍ୟା ରି‌ସ୍‌ପା ଥିଲେ। ସେ ମଧ୍ୟ ସେମାନଙ୍କୁ ମେରାବଙ୍କର ପାଞ୍ଚପୁତ୍ର ଦେଲେ। ମେରାବ ଦାଉଦଙ୍କର କନ୍ୟା ଯିଏ କି ମହୋଲ୍ଲାର ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲକୁ ବିବାହ କରିଥିଲେ।

Gade chapit la Kopi




2 ଶାମୁୟେଲ 21:8
4 Referans Kwoze  

ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍‍ବୋଶତ ଅବ୍‍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ?”


ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍‍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।


ଯୋନାଥନ ଓ ଯିଶ୍‍ବି ଓ ମଲ୍‍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍‍ ଓ କନିଷ୍ଠାର ନାମ ମୀଖଲ,


ଆଉ ନିମ୍‍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍‍-ମହୋଲା ନିବାସୀ ଶାଫଟ୍‍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍‍ବକ୍ତା କରି ଅଭିଷେକ କର।


Swiv nou:

Piblisite


Piblisite