Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପ୍ରଜ୍ଵଳିତ ହେଲା।

Gade chapit la Kopi

ଓଡିଆ ବାଇବେଲ

13 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।

Gade chapit la Kopi

ପବିତ୍ର ବାଇବଲ

13 ତାଙ୍କର ଚତୁର୍ଦ୍ଦିଗର ଉଜ୍ଜ୍ୱଳ ଆଲୋକଗୁଡ଼ିକ ଜ୍ୱଳନ୍ତ ଅଗ୍ନିକଣା ସଦୃଶ।

Gade chapit la Kopi




2 ଶାମୁୟେଲ 22:13
3 Referans Kwoze  

ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।


ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।


ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।


Swiv nou:

Piblisite


Piblisite