2 ଶାମୁୟେଲ 22:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁ ଆକାଶରୁ ଗର୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ। Gade chapit laଓଡିଆ ବାଇବେଲ14 ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ। Gade chapit laପବିତ୍ର ବାଇବଲ14 ସଦାପ୍ରଭୁ ଆକାଶ ମଧ୍ୟରୁ ଗର୍ଜନ କଲେ। ସେ ସର୍ବୋପରିସ୍ଥ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ। Gade chapit la |