Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ଵାରା ସେମାନଙ୍କୁ ଉଦ୍ବିଗ୍ନ କଲେ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।

Gade chapit la Kopi

ପବିତ୍ର ବାଇବଲ

15 ସଦାପ୍ରଭୁ ଆପଣା ବାଣ ପ୍ରୟୋଗ କଲେ। ସେ ଶତ୍ରୁମାନଙ୍କୁ ଛି‌ନ୍‌ଛତ୍ର କଲେ। ସଦାପ୍ରଭୁ ବିଜୁଳି ଦ୍ୱାରା ସେମାନଙ୍କୁ ଉ‌‌‌‌ଦ୍‌‌‌‌ବିଗ୍ନ କଲେ।

Gade chapit la Kopi




2 ଶାମୁୟେଲ 22:15
8 Referans Kwoze  

ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା।


ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସ ସ୍ଥାନରେ ସ୍ଥଗିତ ହୋଇ ରହିଲେ।


ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।


ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।


ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।


ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘ ଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।


Swiv nou:

Piblisite


Piblisite