2 ଶାମୁୟେଲ 22:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ଵାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା। Gade chapit laଓଡିଆ ବାଇବେଲ16 ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା। Gade chapit laପବିତ୍ର ବାଇବଲ16 ସଦାପ୍ରଭୁଙ୍କ ଗର୍ଜନରେ ତାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ତ୍ତ ପ୍ରକାଶ ପାଇଲା, ଭୂମଣ୍ତର ମୂଳ ସକଳ ଅନାବୃତ୍ତ ହେଲା। Gade chapit la |