Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋʼ ଠାରୁ ଅତି ବଳବାନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀ-ମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋର ପ୍ରତି ଅତି ବଳବାନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

18 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋ’ଠାରୁ ଅତି ବଳବାନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

18 ମୋର ଶତ୍ରୁମାନେ ମୋ'ଠାରୁ ଶକ୍ତିଶାଳୀ ଥିଲେ, ସେମାନେ ମୋତେ ଘୃଣା କରୁଥିଲେ। ମୋର ଶତ୍ରୁମାନେ ମୋ’ ପ୍ରତି ଅଧିକ ଶକ୍ତିଶାଳୀ ଥିଲେ। ତେଣୁ ପରମେଶ୍ୱର ମୋତେ ରକ୍ଷା କଲେ।

Gade chapit la Kopi




2 ଶାମୁୟେଲ 22:18
8 Referans Kwoze  

କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;


ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;


ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।


ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।


ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;


ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।


ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।


ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”


Swiv nou:

Piblisite


Piblisite