2 ଶାମୁୟେଲ 22:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ଅବଲମ୍ଵନ ହେଲେ। Gade chapit laଓଡିଆ ବାଇବେଲ19 ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ। Gade chapit laପବିତ୍ର ବାଇବଲ19 ମୁଁ ଯେତେବେଳେ ବିପଦରେ ପଡ଼ିଥିଲି ମୋର ଶତ୍ରୁମାନେ ମୋତେ ଆକ୍ରମଣ କରୁଥିଲେ, କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କରିବାକୁ ସେଠାରେ ଉପସ୍ଥିତ ଥିଲେ। Gade chapit la |