2 ଶାମୁୟେଲ 22:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)34 ସେ ତାହାର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋର ଉଚ୍ଚସ୍ଥଳୀରେ ବସାନ୍ତି। Gade chapit laଓଡିଆ ବାଇବେଲ34 ସେ ମୋ’ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋ’ର ଉଚ୍ଚସ୍ଥଳୀରେ ବସାନ୍ତି। Gade chapit laପବିତ୍ର ବାଇବଲ34 ପରମେଶ୍ୱର ମୋତେ ହରିଣୀଠାରୁ ଅଧିକ ବେଗରେ ଦୌଡ଼ିବାକୁ ସାହାଯ୍ୟ କରନ୍ତି। ସେ ମୋତେ ସ୍ଥଳରେ ସୁଦୃଢ଼ କରନ୍ତି। Gade chapit la |