2 ଶାମୁୟେଲ 22:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)36 ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି। Gade chapit laଓଡିଆ ବାଇବେଲ36 ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି। Gade chapit laପବିତ୍ର ବାଇବଲ36 ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କଲ ଏବଂ ଜିତିବାରେ ସାହାଯ୍ୟ କଲ। ତୁମ୍ଭେ ମୋତେ ତୁମ୍ଭର ଦକ୍ଷିଣ ବାହୁଦ୍ୱାରା ସାହାଯ୍ୟ କଲ। Gade chapit la |