Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ତୁମ୍ଭେ ମୋʼ ତଳେ ମୋର ପାଦ-ବିକ୍ଷେପର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

37 ତୁମ୍ଭେ ମୋ’ ତଳେ ମୋର ପାଦ-ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

37 ମୋର ଗୋଡ଼ ଓ ଗଣ୍ତିକୁ ଦୃଢ଼ କର, ତେଣୁ ମୁଁ ଦୁର୍ବଳ ହେବି ନାହିଁ ଏବଂ ପଡ଼ିବି ନାହିଁ।

Gade chapit la Kopi




2 ଶାମୁୟେଲ 22:37
8 Referans Kwoze  

ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।


ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସି ଯାଇ ନାହିଁ।


ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।


ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।


“ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, ହେ ସଦାପ୍ରଭୋ, ତୁମ୍ଭର ଦୟା ମୋତେ ଧରି ରଖିଲା।


ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ।


ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।


ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ।


Swiv nou:

Piblisite


Piblisite