2 ଶାମୁୟେଲ 22:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ। Gade chapit laଓଡିଆ ବାଇବେଲ38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ। Gade chapit laପବିତ୍ର ବାଇବଲ38 ମୁଁ ମୋର ଶତ୍ରୁମାନଙ୍କୁ ବିନାଶ କରିବା ପାଇଁ ସେମାନଙ୍କୁ ଗୋଡ଼ାଇବି, ସେମାନଙ୍କୁ ଧ୍ୱଂସ ନ କରିବା ଯାଏ। ସେମାନେ ବିନାଶ ନ ହେବା ପର୍ଯ୍ୟନ୍ତ ମୁଁ ଫେରିବି ନାହିଁ। Gade chapit la |