Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋʼ ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ; ସେମାନେ ମୋʼ ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ।

Gade chapit la Kopi

ଓଡିଆ ବାଇବେଲ

45 ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋ’ ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେଲେ।

Gade chapit la Kopi

ପବିତ୍ର ବାଇବଲ

45 ବିଦେଶୀମାନେ ମୋତେ ମାନିବେ। ସେମାନେ ଯେତେବେଳେ ମୋର ଆଜ୍ଞା ଶୁଣିବେ, ସେମାନେ ମୋର ଆଜ୍ଞାବହ ହେବେ।

Gade chapit la Kopi




2 ଶାମୁୟେଲ 22:45
8 Referans Kwoze  

ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।


ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।


ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା।


ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍‍, ଯେଉଁମାନେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;


“ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


Swiv nou:

Piblisite


Piblisite