2 ଶାମୁୟେଲ 22:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)46 ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣା-ମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ। Gade chapit laଓଡିଆ ବାଇବେଲ46 ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ। Gade chapit laପବିତ୍ର ବାଇବଲ46 ସେମାନେ ଭୟରେ ଦୁର୍ବଳ ହୋଇଯିବେ। ସେମାନେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହୋଇ ବାହାରି ଆସିବେ। Gade chapit la |