2 ଶାମୁୟେଲ 22:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)48 ସେହି ପରମେଶ୍ଵର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି। Gade chapit laଓଡିଆ ବାଇବେଲ48 ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋ’ ତଳେ ନତ କରନ୍ତି। Gade chapit laପବିତ୍ର ବାଇବଲ48 ସେହି ପରମେଶ୍ୱର ମୋ’ ତରଫରୁ ପରିଶୋଧ ନିଅନ୍ତି। ସେ ଦେଶଗୁଡ଼ିକୁ ମୋର ଶାସନାଧୀନ କରନ୍ତି। Gade chapit la |
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।