Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ।

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ।

Gade chapit la Kopi

ପବିତ୍ର ବାଇବଲ

12 କିନ୍ତୁ ଶମ୍ମ କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା। ତହିଁରେ ସଦାପ୍ରଭୁ ମହାଜୟ ସାଧନ କଲେ।

Gade chapit la Kopi




2 ଶାମୁୟେଲ 23:12
5 Referans Kwoze  

ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।


ସେ ଉଠି ଆପଣା ହସ୍ତ କ୍ଳାନ୍ତ ଓ ଆପଣା ହସ୍ତ ଖଡ୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେହି ଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ସୈନ୍ୟଦଳ କେବଳ ଲୁଟିବାକୁ ତାହାର ପଶ୍ଚାତ୍‍ଗାମୀ ହେଲେ।


ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।


ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା]


ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;


Swiv nou:

Piblisite


Piblisite