Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ପାକୁ ଦାଉଦଙ୍କ କତିକି ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

13 ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ରାଜାଙ୍କର ବିଶେଷ ଦଳର ତିନି ଜଣ ଲୋକ ଶସ୍ୟଅମଳ ସମୟରେ ଗଲେ ଓ ଅଦୁଲ୍ଲମ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳ ଭୂମିରେ ଛାଉଣି ସ୍ଥାପନ କରିଥିଲେ।

Gade chapit la Kopi




2 ଶାମୁୟେଲ 23:13
9 Referans Kwoze  

ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ


ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।


ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।


ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ।


ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।


ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ।


ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା


ଲିବ୍‍ନାର ରାଜା, ଏକ; ଅଦୁଲ୍ଲମର ରାଜା, ଏକ;


Swiv nou:

Piblisite


Piblisite