Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥ୍ଲିହିମ୍ରେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

14 ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ

14 ଅନ୍ୟ ସମୟରେ ଦାଉଦ ଦୁର୍ଗରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ ସୈନ୍ୟଦଳ ବୈ‌ଥ୍‌ଲେହମରେ ଥିଲେ।

Gade chapit la Kopi




2 ଶାମୁୟେଲ 23:14
11 Referans Kwoze  

ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।


ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ। ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ।


ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍‍ମସ୍‍ ଘାଟିକୁ ଗଲେ।


ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।


ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;


ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।


ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।


Swiv nou:

Piblisite


Piblisite