2 ଶାମୁୟେଲ 23:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହି ତିନିଙ୍କ ମଧ୍ୟରେ ସେ କʼଣ ଅତ୍ୟନ୍ତ ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏହି ତିନିଙ୍କ ମଧ୍ୟରେ ସେ କʼଣ ଅତ୍ୟ; ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା। Gade chapit laଓଡିଆ ବାଇବେଲ19 ଏହି ତିନିଙ୍କ ମଧ୍ୟରେ ସେ କ’ଣ ଅତ୍ୟନ୍ତ ମର୍ଯ୍ୟାଦାପନ୍ନ ନ ଥିଲା ? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା। Gade chapit laପବିତ୍ର ବାଇବଲ19 ସେ ଏହି ତିନିଙ୍କ ମଧ୍ୟରେ ପ୍ରସିଦ୍ଧ ଥିଲା। ଏହି ହେତୁ ସେ ସେମାନଙ୍କର ସେନାପତି ହେଲା। ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା। Gade chapit la |