2 ଶାମୁୟେଲ 23:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ ଦଳ ଉପରେ ନିଯୁକ୍ତ କଲେ। Gade chapit laଓଡିଆ ବାଇବେଲ23 ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ ଦଳ ଉପରେ ନିଯୁକ୍ତ କଲେ। Gade chapit laପବିତ୍ର ବାଇବଲ23 ବନାୟ ତିରିଶ୍ ଜଣ ବୀର ଅପେକ୍ଷା ଅଧିକ ବିଖ୍ୟାତ ଥିଲା। ତଥାପି ସେ ପ୍ରଥମ ତିନି ଜଣ ବୀରଙ୍କ ତୁଲ୍ୟ ନ ଥିଲା। ଆଉ ଦାଉଦ ତାକୁ ନିଜର ପ୍ରହରୀ ଦଳ ଉପରେ ନିଯୁକ୍ତି କଲେ। Gade chapit la |