2 ଶାମୁୟେଲ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋʼ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)5 ସତ୍ୟ, ମୋହର ବଂଶ ପରମେଶ୍ଵରଙ୍କ ନିକଟରେ ସେପରି ନୁହେଁ; ତଥାପି ସେ ମୋʼ ସହିତ ସର୍ବବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରିଅଛନ୍ତି, ଏଣୁ ସେ ତାହା ବୃଦ୍ଧି ନ କଲେ ହେଁ ଏହା ହିଁ ଆମ୍ଭର ପରମ ପରିତ୍ରାଣ ଓ ପରମ ବାଞ୍ଛା। Gade chapit laଓଡିଆ ବାଇବେଲ5 ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି ? ସେ ମୋ’ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି ? ସେ କି ମୋର ରକ୍ଷା କରିବେ ନାହିଁ ? Gade chapit laପବିତ୍ର ବାଇବଲ5 “ପରମେଶ୍ୱର ମୋର ପରିବାରକୁ ଶକ୍ତିଶାଳୀ ଓ ସୁରକ୍ଷିତ କରିଛନ୍ତି ଏବଂ ଚିରଦିନ ପାଇଁ ମୋ’ ସହିତ ଏକ ନିୟମ କରିଛନ୍ତି। ଏହି ନିୟମଟି ସଦାପ୍ରଭୁଙ୍କ ଦ୍ୱାରା ସୁରକ୍ଷିତ। ସେ ମୋତେ ପ୍ରତ୍ୟେକ ଥର ବିଜୟ ଦେବେ ଓ ମୁଁ ଯାହା ଆଶା କରୁଅଛି ଦେବେ। Gade chapit la |