Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍‍-ବଶେବତ୍‍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍-ବଶେବତ୍, ଅର୍ଥାତ୍, ଏଜନୀୟ ଅଦିନୋ ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ହତ ଆଠ ଶହ ଲୋକର ପ୍ରତିକୂଳ ଥିଲା।

Gade chapit la Kopi

ଓଡିଆ ବାଇବେଲ

8 ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍‍-ବଶେବତ୍‍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା।

Gade chapit la Kopi

ପବିତ୍ର ବାଇବଲ

8 ଦାଉଦ କହିଲେ ଏଗୁଡ଼ିକ ସେହି ସାହସୀ ବ୍ୟକ୍ତିମାନଙ୍କର ତାଲିକା, ଯେଉଁମାନେ ଦାଉଦଙ୍କର ଥିଲେ। ତଖୋମନୀୟ ଯାବେଶ୍ ବଶେବତ୍ ବିଶେଷତଃ ଦଳର ମୁଖ୍ୟ ଥିଲେ। ସେ ଏକ କାଳୀନ 800 ଲୋକକୁ ବର୍ଚ୍ଛାରେ ବଧ କରିଥିଲା।

Gade chapit la Kopi




2 ଶାମୁୟେଲ 23:8
8 Referans Kwoze  

ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍‍ଦୀୟେଲର ପୁତ୍ର ଯାଶ୍‍ବୀୟାମ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍‍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।


ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।


ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା।


ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।


ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।


Swiv nou:

Piblisite


Piblisite