2 ଶାମୁୟେଲ 24:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’” Gade chapit laପବିତ୍ର ବାଇବଲ (Re-edited) - (BSI)12 ଦାଉଦ ନିକଟକୁ ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ। Gade chapit laଓଡିଆ ବାଇବେଲ12 “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।”’” Gade chapit laପବିତ୍ର ବାଇବଲ12 ସଦାପ୍ରଭୁ ଗାଦ୍କୁ କହିଲେ, “ଦାଉଦ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହିକଥା କହିଛନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖିଅଛୁ ସେଥି ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କରନ୍ତୁ। ତାହା ହିଁ ଆମ୍ଭେ ତୁମ୍ଭକୁ କରିବୁ।’” Gade chapit la |
ତହୁଁ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।