Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 24:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।

Gade chapit la Kopi

ଓଡିଆ ବାଇବେଲ

20 ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।

Gade chapit la Kopi

ପବିତ୍ର ବାଇବଲ

20 ସେତେବେଳେ ଅରୌଣା ଅନାଇ ଦେଖିଲା ଯେ ରାଜ୍ୟ ଓ ତାଙ୍କର ଦାସମାନେ ତାଙ୍କ ଆଡ଼କୁ ଆସୁ ଅଛନ୍ତି। ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।

Gade chapit la Kopi




2 ଶାମୁୟେଲ 24:20
7 Referans Kwoze  

ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?”


ଏଥିରେ ସେ ମୁହଁ ମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, “ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି?”


ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,


ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍‍ର ବାକ୍ୟାନୁସାରେ ଉଠିଗଲେ।


ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”


ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।


Swiv nou:

Piblisite


Piblisite