Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 24:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ଅରୌଣା ଦାଉଦଙ୍କୁ କହିଲା, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;

Gade chapit la Kopi

ଓଡିଆ ବାଇବେଲ

22 ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;

Gade chapit la Kopi

ପବିତ୍ର ବାଇବଲ

22 ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜା ଆପଣଙ୍କୁ ଯାହା ଭଲ ଲାଗେ ତାହା ଦେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରନ୍ତୁ। ଦେଖନ୍ତୁ ହୋମବଳି ନିମନ୍ତେ ଏହି ବୃଷକୁ ଓ କାଠ ନିମନ୍ତେ ଏହି ଶସ୍ୟ ମର୍ଦ୍ଦନ ଯନ୍ତ୍ର ସଜ୍ଜ ଅଛି।

Gade chapit la Kopi




2 ଶାମୁୟେଲ 24:22
5 Referans Kwoze  

ତହିଁରେ ସେ ତାଙ୍କ ପଶ୍ଚାତ୍‍ଗମନରୁ ଫେରିଗଲେ ଓ ସେହି ବଳଦ ହଳକ ନେଇ ବଧ କରି ଯୁଆଳି କାଠରେ ସେହି ମାଂସ ସିଦ୍ଧ କରି ଲୋକମାନଙ୍କୁ ଦିଅନ୍ତେ, ସେମାନେ ଭୋଜନ କଲେ। ତହୁଁ ସେ ଉଠି ଏଲୀୟଙ୍କର ପଶ୍ଚାତ୍‍ଗମନ କରି ତାଙ୍କର ପରିଚର୍ଯ୍ୟା କଲେ।


ଏଉତ୍ତାରେ ସେହି ଶଗଡ଼ ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ।


ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”


“ପ୍ରଭୋ, ସେପରି ନ ହେଉ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”


ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।”


Swiv nou:

Piblisite


Piblisite