Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 24:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ, ତହୁଁ ଯାସେର ପର୍ଯ୍ୟନ୍ତ ଛାଉଣି ସ୍ଥାପନ କଲେ;

Gade chapit la Kopi

ଓଡିଆ ବାଇବେଲ

5 ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;

Gade chapit la Kopi

ପବିତ୍ର ବାଇବଲ

5 ସେମାନେ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ସେମାନେ ଅରୋୟେରରେ ସେନା ଛାଉଣି ପକାଇଲେ। ସେମାନଙ୍କର ଛାଉଣି ସହରର ଦକ୍ଷିଣ ପାର୍ଶ୍ୱରେ ରହିଲା। ସହରଟି ଗାଦ୍ ଉପତ୍ୟକାର ମଧ୍ୟରେ ଅବସ୍ଥିତ ଥିଲା, ଯାହାକି ଯାସେର ପର୍ଯ୍ୟନ୍ତ ବିସ୍ତୃତ ଥିଲା।

Gade chapit la Kopi




2 ଶାମୁୟେଲ 24:5
12 Referans Kwoze  

ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,


ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।


ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;


ଅଟ୍‍ରୋତ୍‍-ଶୋଫନ, ଯାସେର, ଯଗ୍‍ବିହ,


“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,


ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।


ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।


ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।


ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର


ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।


ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।


Swiv nou:

Piblisite


Piblisite