Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 24:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁ ଉତ୍ତାରେ ସେମାନେ ଗିଲୀୟଦକୁ ଓ ତହତୀମ୍‍-ହଦ୍‍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍‍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁ ଉତ୍ତାରୁ ସେମାନେ ଗିଲୀୟଦକୁ ଓ ତହତୀମ୍-ହଦ୍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

6 ତହିଁ ଉତ୍ତାରୁ ସେମାନେ ଗିଲୀୟଦକୁ ଓ ତହତୀମ୍‍ହଦ୍‍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍‍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ସେମାନେ ପୂର୍ବରେ ଥିବା ଗିଲିୟ‌‌‌‌ଦ୍‌‌‌‌କୁ ଓ ତହତୀମ୍ ହ‌‌‌‌ଦ୍‌‌‌‌ଶି ଦେଶକୁ ଗଲେ। ତା'ପରେ ସେମାନେ ବୁଲି ସୀଦୋନକୁ ଆସିଲେ।

Gade chapit la Kopi




2 ଶାମୁୟେଲ 24:6
10 Referans Kwoze  

ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;


ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।


ମାତ୍ର ଦାନ୍-ସନ୍ତାନଗଣର ସୀମା ସେହି ସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ୍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍‍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ।


ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।


ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।


ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।


ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍‍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।


ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍


Swiv nou:

Piblisite


Piblisite