Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ଈଶ୍‍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହଁରେ ଈଶ୍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ଵାମୀ ନିକଟରୁ ମୀଖଲକୁ ନେଲା।

Gade chapit la Kopi

ଓଡିଆ ବାଇବେଲ

15 ତହିଁରେ ଈଶ୍‍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍‍ଟୀୟେଲ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।

Gade chapit la Kopi

ପବିତ୍ର ବାଇବଲ

15 ଈ‌ଶ୍‌ବୋଶତ୍ ଲୋକ ପଠାଇ ଲୟିଶର ପୁତ୍ର ପ‌ଲ୍‌ଟିୟେଲ୍ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।

Gade chapit la Kopi




2 ଶାମୁୟେଲ 3:15
5 Referans Kwoze  

ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍ଟିକୁ ଦେଇଥିଲେ।


ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟୀୟେଲ,


ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,


ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”


ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍‍ନର ତାହାକୁ କହିଲା, “ଯାଅ ଗୃହକୁ ଫେରିଯାଅ,” ତହୁଁ ସେ ଫେରିଗଲା।


Swiv nou:

Piblisite


Piblisite