Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ଅବ୍‍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, “ପୂର୍ବରେ ତୁମ୍ଭେମାନେ ଆପଣାମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁ ଥିଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ଅବ୍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, ପୂର୍ବରେ ତୁମ୍ଭେମାନେ ଆପଣା-ମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁଥିଲ;

Gade chapit la Kopi

ଓଡିଆ ବାଇବେଲ

17 ଏଥିଉତ୍ତାରେ ଅବ୍‍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, “ପୂର୍ବରେ ତୁମ୍ଭେମାନେ ଆପଣାମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁ ଥିଲ;

Gade chapit la Kopi

ପବିତ୍ର ବାଇବଲ

17 ଅ‌‌ବ୍‌‌ନର‌ ଏହି ବାର୍ତ୍ତା ଇସ୍ରାଏଲର ନେତାଙ୍କ ପାଖକୁ ପଠାଇଲେ। ସେ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ରାଜା କରିବା ପାଇଁ ଅପେକ୍ଷା କରି ଆସୁଅଛ।

Gade chapit la Kopi




2 ଶାମୁୟେଲ 3:17
5 Referans Kwoze  

ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;


ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”


ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।


ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।


Swiv nou:

Piblisite


Piblisite