Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ;

Gade chapit la Kopi

ଓଡିଆ ବାଇବେଲ

2 ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ;

Gade chapit la Kopi

ପବିତ୍ର ବାଇବଲ

2 ଦାଉଦଙ୍କର ଅନେକ ପୁତ୍ର ହିବ୍ରୋଣରେ ଜନ୍ମଲାଭ କଲେ। ତାଙ୍କର ପ୍ରଥମ ପୁତ୍ର ଥିଲେ ଅମ୍ନୋନ୍, ଯିଷ୍ରିୟେଲୀୟାର ତାଙ୍କର ସ୍ତ୍ରୀ ଅହୀନୋୟମଠାରୁ ଜନ୍ମ ହେଲେ।

Gade chapit la Kopi




2 ଶାମୁୟେଲ 3:2
6 Referans Kwoze  

ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।


ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;


Swiv nou:

Piblisite


Piblisite