2 ଶାମୁୟେଲ 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍ର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)23 ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ ଜଣାଇ କହିଲେ, ନରର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି। Gade chapit laଓଡିଆ ବାଇବେଲ23 ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍ର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।” Gade chapit laପବିତ୍ର ବାଇବଲ23 ଯୋୟାବ ଓ ତାଙ୍କର ସୈନ୍ୟମାନେ ହିବ୍ରୋଣଠାରେ ପହଞ୍ଚିଲେ। ସୈନ୍ୟମାନେ ଯୋୟାବକୁ କହିଲେ, “ନରର ପୁତ୍ର ଅବ୍ନର ଦାଉଦଙ୍କ ନିକଟକୁ ଆସିଥିଲା ଓ ଦାଉଦ ଅବ୍ନରକୁ ଶାନ୍ତିରେ ଯିବାକୁ ଦେଲେ। ସେଥିପାଇଁ ସେ ନିରାପଦରେ ଫେରିଗଲା।” Gade chapit la |