Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍‍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, ଆପଣ କଅଣ କଲେ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରି ଦେଲେ, ସେ ତ ଗଲାଣି?

Gade chapit la Kopi

ଓଡିଆ ବାଇବେଲ

24 ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ ? ଦେଖନ୍ତୁ, ଅବ୍‍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରି ଦେଲେ, ସେ ତ ଗଲାଣି ?

Gade chapit la Kopi

ପବିତ୍ର ବାଇବଲ

24 ଯୋୟାବ ରାଜାଙ୍କ ସମ୍ମୁଖକୁ ଆସିଲେ ଏବଂ ପଗ୍ଭରିଲେ, “ଆପଣ କ’ଣ କଲେ? ଅ‌‌ବ୍‌‌ନର‌ ଆପଣଙ୍କ ନିକଟକୁ ଆସିଥିଲା, କିନ୍ତୁ ଆପଣ ତାକୁ ଆଘାତ ନ କରି ପଠାଇ ଦେଲେ।

Gade chapit la Kopi




2 ଶାମୁୟେଲ 3:24
8 Referans Kwoze  

ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ?


ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”


ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ?


ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”


ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍‍ର ପୁତ୍ର ଅବ୍‍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”


ଆପଣ କʼଣ ଜାଣନ୍ତି ନାହିଁ, ନେର୍‍ର ପୁତ୍ର ଅବ୍‍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?”


ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?


Swiv nou:

Piblisite


Piblisite