2 ଶାମୁୟେଲ 3:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆପଣ କʼଣ ଜାଣନ୍ତି ନାହିଁ, ନେର୍ର ପୁତ୍ର ଅବ୍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?” Gade chapit laପବିତ୍ର ବାଇବଲ (Re-edited) - (BSI)25 ଆପଣ ତ ନରର ପୁତ୍ର ଅବ୍ନରକୁ ଜାଣନ୍ତି, ସେ ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେସବୁ ଜାଣିବାକୁ ଆସିଥିଲା। Gade chapit laଓଡିଆ ବାଇବେଲ25 ଆପଣ କ’ଣ ଜାଣନ୍ତି ନାହିଁ, ନେର୍ର ପୁତ୍ର ଅବ୍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହିସବୁ ଜାଣିବାକୁ ଆସିଥିଲା ?” Gade chapit laପବିତ୍ର ବାଇବଲ25 ଆପଣ ଜାଣନ୍ତି ଅବ୍ନର ହେଉଛି ନରର ପୁତ୍ର, ଆପଣ ଜାଣନ୍ତି ଯେ, ସେ ଆପଣଙ୍କ ପାଖକୁ ଛଳନା କରିବାକୁ ଆସିଥିଲା ଓ ଆପଣ କ’ଣ କରୁଥିଲେ ତାହା ଖୋଜିବାକୁ ସେ ଆସିଥିଲା।” Gade chapit la |
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।
ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?”