2 ଶାମୁୟେଲ 3:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍ର ପୁତ୍ର ଅବ୍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳ ନିର୍ଦ୍ଦୋଷ; Gade chapit laପବିତ୍ର ବାଇବଲ (Re-edited) - (BSI)28 ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, ନରର ପୁତ୍ର ଅବ୍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନ; କାଳ ନିର୍ଦ୍ଦୋଷ; Gade chapit laଓଡିଆ ବାଇବେଲ28 ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍ର ପୁତ୍ର ଅବ୍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତ କାଳ ନିର୍ଦ୍ଦୋଷ; Gade chapit laପବିତ୍ର ବାଇବଲ28 ଏହା ପରେ ଦାଉଦ ଏ କଥା ଜାଣିବାକୁ ପାଇଲେ, ଏବଂ କହିଲେ, “ନରର ପୁତ୍ର ଅବ୍ନର ରକ୍ତପାତ ବିଷୟରେ ସବୁ ବେଳେ ମୁଁ ଓ ମୋର ରାଜ୍ୟ ନିର୍ଦ୍ଦୋଷୀ। ସଦାପ୍ରଭୁ ଏହି ବିଷୟରେ ଜାଣନ୍ତି। Gade chapit la |