2 ଶାମୁୟେଲ 3:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।” Gade chapit laପବିତ୍ର ବାଇବଲ (Re-edited) - (BSI)29 ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଦାୟୀ କି ଖଡ଼୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ। Gade chapit laଓଡିଆ ବାଇବେଲ29 ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।” Gade chapit laପବିତ୍ର ବାଇବଲ29 ଯୋୟାବ ଏବଂ ତାଙ୍କର ପରିବାର ଏଥିପାଇଁ ଦାୟୀ ଏବଂ ମୁଁ ଭାବୁଛି ତାଙ୍କର ସମସ୍ତ ପରିବାରବର୍ଗ ଦୋଷୀ। ତାଙ୍କ ପରିବାରବର୍ଗ ସମସ୍ତେ କୁଷ୍ଠରୋଗରେ ଆକ୍ରାନ୍ତ ହେବେ, ଅଭାବରେ ରହିବେ ଓ ଯୁଦ୍ଧରେ ହତ ହେବେ।” Gade chapit la |