Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍‍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍‍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍ନରକୁ ବଧ କଲେ; ଯେହେତୁ ସେ ଗିବୀୟା-ଯୁଦ୍ଧରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।

Gade chapit la Kopi

ଓଡିଆ ବାଇବେଲ

30 ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍‍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍‍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।

Gade chapit la Kopi

ପବିତ୍ର ବାଇବଲ

30 ଯୋୟାବ ଓ ତା'ର ଭାଇ ଅବୀଶୟ ଅ‌‌ବ୍‌‌ନର‌କୁ ହତ୍ୟା କଲେ, କାରଣ ଅ‌‌ବ୍‌‌ନର‌ ସେମାନଙ୍କର ଭାଇ ଅସାହେ‌ଲ୍‌କୁ ଗିବିୟା ଯୁଦ୍ଧରେ ହତ୍ୟା କରିଥିଲେ।

Gade chapit la Kopi




2 ଶାମୁୟେଲ 3:30
5 Referans Kwoze  

ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ।


ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।


ସେମାନେ ଗିବୀୟୋନ୍‍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।


ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।


Swiv nou:

Piblisite


Piblisite