Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବଦ୍ଧ ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ। ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।

Gade chapit la Kopi

ଓଡିଆ ବାଇବେଲ

34 ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ

34 ଅ‌‌ବ୍‌‌ନର‌ ତୁମ୍ଭ ହାତ ବନ୍ଧା ନ ଥିଲା କି? ତୁମ୍ଭ ପାଦରେ ଶିଙ୍କୁଳି ନ ଥିଲା, ତଥାପି, ତୁମ୍ଭକୁ ଦୁଷ୍ଟ ଲୋକମାନେ ମାରି ଦେଲେ।” ତା'ପରେ ସମସ୍ତ ଲୋକ ଅ‌‌ବ୍‌‌ନର‌ ପାଇଁ ରୋଦନ କଲେ।

Gade chapit la Kopi




2 ଶାମୁୟେଲ 3:34
8 Referans Kwoze  

ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।


ହତ୍ୟାକାରୀ ପ୍ରଭାତ ସମୟରେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ।


ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।


ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।


ପୁଣି ରାଜା ଅବ୍‍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍‍ନରକୁ ମରିବାକୁ ହେଲା?


ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”


ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


Swiv nou:

Piblisite


Piblisite