2 ଶାମୁୟେଲ 3:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏହିରୂପେ ନେର୍ର ପୁତ୍ର ଅବ୍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)37 ଏହିରୂପେ ନରର ପୁତ୍ର ଅବ୍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ। Gade chapit laଓଡିଆ ବାଇବେଲ37 ଏହିରୂପେ ନେର୍ର ପୁତ୍ର ଅବ୍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ। Gade chapit laପବିତ୍ର ବାଇବଲ37 ଏହିପରି ନରର ପୁତ୍ର ଅବ୍ନରକୁ ହତ୍ୟା କରିବା ଯେ ରାଜାଙ୍କ ଆଡ଼କୁ ହୋଇ ନାହିଁ, ଏ କଥା ସେଦିନ ଇସ୍ରାଏଲର ସମସ୍ତ ଲୋକ ବୁଝିଲେ। Gade chapit la |